ସୁବର୍ଣ୍ଣପୁର: ୮ ଫୁଟ ଲମ୍ବର ଅଜଗର ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳର ଖେମାଲୋଏ ପଞ୍ଚାୟତ ସମ୍ମୁଖରେ ରାସ୍ତା ପାର ହେଉଥିବା ବେଳେ କିଛି ଲୋକ ଅଜଗର ସାପଟିକୁ ଦେଖିଥିଲେ । ତେବେ ଅଜଗରକୁ ଖେମାଲୋଏ ଗ୍ରାମର ସତ୍ୟଜିତ ଗଡୁଆ ଓ ପ୍ରକାଶ ପଣ୍ଡା ଉଦ୍ଧାର କରିବା ସହ ସ୍ଥାନୀୟ ବନ ବିଭାଗ କର୍ମଚାରୀଙ୍କୁ ହସ୍ତାନ୍ତର କରିଥିଲେ l ଏନେଇ ବନ ବିଭାଗ କର୍ମଚାରୀ ନିକଟସ୍ଥ ଜଙ୍ଗଲକୁ ନେଇ ଛାଡି ଦେଇଥିବା ଜଣା ପଡିଛି l
BREAKING NEWS
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
Comments are closed.