Latest Odisha News

BREAKING NEWS

ଓଡ଼ିଶାରୁ ଦିନକରେ ୮ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୧୯୭୩ ଛୁଇଁଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରେ କଳାହାଣ୍ଡି ଏବଂ ଗଞ୍ଜାମରୁ ଦୁଇ ଜଣ ଲେଖାଏଁ ଏବଂ ବାଲେଶ୍ବର, ବଲାଙ୍ଗୀର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଅଧିକ ପଢନ୍ତୁ- ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ଆଜି ୬୨୧୫ ପଜିଟିଭ

ତେବେ ସେମାନଙ୍କ ସମ୍ପର୍କରେ ଅଧିକ ସୂଚନା ମିଳିପାରିନାହିଁ।

Leave A Reply

Your email address will not be published.