ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି । ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
Covid-19 Report For 13th July
New Positive Cases: 804
Of which 0-18 years: 71
In quarantine: 471
Local contacts: 333(Details of local contacts will be shared by concerned District)
1. Angul: 3
2. Balasore: 11
3. Bargarh: 1
4. Bhadrak: 9
5. Balangir: 5
6. Boudh: 2— I & PR Department, Odisha (@IPR_Odisha) July 14, 2022
ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
24. Sambalpur: 30
25. Sonepur: 9
26. Sundargarh: 80
27. State Pool: 71New recoveries: 420
Cumulative tested: 32295438
Positive: 1296132
Recovered: 1282690
Active cases: 4262— I & PR Department, Odisha (@IPR_Odisha) July 14, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୧୯ ଜଣ, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟପୁଲରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Comments are closed.