Latest Odisha News

BREAKING NEWS

କରୋନାରୁ ସୁସ୍ଥ ହେଲେ ଆଉ ୮ ହଜାର ୨୯୯ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା। ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୨୯୯ ଜଣ ଆକ୍ରାନ୍ତ ।

 

ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ରାଜ୍ୟରେ ଏଯାଏଁ ସୁସ୍ଥ ହେଲେଣି ୭ ଲକ୍ଷ ୭୨ ହଜାର ୯୭୨ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.