Latest Odisha News

BREAKING NEWS

ଆଜି ପାଳନ ହେବ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଶିଷ୍ଟ ସଙ୍ଗୀତଜ୍ଞ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ପାଳନ କରାଯିବ ବୋଲି ସୂଚନା ଦିଆଯାଇଛି ।

ରାଜ୍ୟ ସରକାରଙ୍କ କୋଭିଡ କଟକଣା ପାଳନ  ପୂର୍ବକ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହେବ । ସ୍ୱର୍ଗତଃ ଆଲାମ ଓଡ଼ିଶାର ଜଣେ ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଥିଲେ ।

Leave A Reply

Your email address will not be published.