ବରଗଡ଼: ଜେଲରେ ବ୍ୟାପୁଛି କରୋନା । ଓଡ଼ିଶାର ଗୋଟିଏ ପରେ ଗୋଟିଏ ଜେଲରୁ କଏଦୀ ସଂକ୍ରମିତ ହେଉଛନ୍ତି । ବରଗଡ଼ ଜିଲ୍ଲା ପଦ୍ମପୁର ସବ୍-ଜେଲରେ ୮୩ ଜଣ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ପଦ୍ମପୁର ଏସଡିଏମଓ । ସଂକ୍ରମିତଙ୍କୁ ଆଇସୋଲେସନ୍ ଓ୍ୱାର୍ଡରେ ରଖି ଚିକିତ୍ସା କରାଯାଉଛି । ଆବଶ୍ୟକ ପଡ଼ିଲେ ହସ୍ପିଟାଲ ସ୍ଥାନାନ୍ତର କରାଯିବ । ମୋଟ୍ ୧୨୮ କଏଦୀଙ୍କପ ନମୁନା ପରୀକ୍ଷା କରାଯାଇଥିଲା । ପୂର୍ବର ଉଦଳା, ବ୍ରହ୍ମପୁର ଓ କେନ୍ଦୁଝର ଜେଲରୁ ଅନ୍ତେବାସୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.