Latest Odisha News

BREAKING NEWS

୩ ଲକ୍ଷ ୩୩ ହଜାର ଟପିଲା କରୋନା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୦୩୧ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ମୋଟ୍ ସୁସ୍ଥତାଙ୍କ ମଧ୍ୟରେ ସୁନ୍ଦରଗଡରୁ ୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୧୦ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.