Latest Odisha News

BREAKING NEWS

ଓଡ଼ିଶାରୁ ୮୬ ନୂଆ କରୋନା ରୋଗୀ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୬ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂକ୍ରମିତ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ରେ ପହଞ୍ଚିଛି।

ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୭୧କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ଆକ୍ଟିଭ କେସ୍ ୭୩୭ ରହିଥିବା ବେଳେ ୧୯୧୬ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.