Latest Odisha News

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ସର୍ବାଧିକ ୮୬୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୬୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ୨୫ ହଜାରରୁ ଅଧିକ କରୋନା ମାମଲା ରହିଥିବା ବେଳେ ମୋଟ୍ ୧୬,୭୯୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୪୦ ଜଣ ମୃତ୍ୟୁବରଣ କରିଛନ୍ତି ।

Comments are closed.