Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୮୬୬୫ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୬୬୫ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।

ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୪ ଲକ୍ଷ ୮୨ ହଜାର ୩୪୫ ଜଣ ଆକ୍ରାନ୍ତ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୫ଲକ୍ଷ ୭୬ହଜାର ୨୯୭କୁ ବୃଦ୍ଧି ପାଇଛି । ୧ଲକ୍ଷ ୩୧୩କୁ ବୃଦ୍ଧି ପାଇଛି ଆକ୍ଟିଭ୍ କେସ୍ ।

Leave A Reply

Your email address will not be published.