Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୮ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଝାରସୁଗୁଡ଼ାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଏହାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୩ ଲକ୍ଷ ୩୫ ହଜାର ୧୬୮ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.