କୋହିମା: ନାଗାଲାଣ୍ଡର ମନ୍ ଜିଲ୍ଲା ଜେଲରୁ ଚମ୍ପଟ ମାରିଛନ୍ତି ୯ କଏଦୀ । ଏଥିରେ ଜଣେ ହତ୍ୟା ଅଭିଯୁକ୍ତ ବି ସାମିଲ ଅଛନ୍ତି । ସେମାନଙ୍କୁ ଖୋଜିବା ପାଇଁ ପୋଲିସ ସବୁଠି ତନଖି କରୁଛି । ଶନିବାର ବଡି ଭୋରରୁ ସେମାନେ କୌଶଳକ୍ରମେ ସେଲ୍ ଚାବି ହାତେଇ ଫେରାର ହୋଇଯାଇଥିବା ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମନ୍ ପୋଲିସ ଷ୍ଟେସନରେ ଏନେଇ ମାମଲା ରୁଜୁ ହୋଇଛି ଓ ତଦନ୍ତ ଜାରି ରହିଛି । ଫେରାର କଏଦୀଙ୍କ ନାମରେ ପୋଲିସ ଲୁକ୍-ଆଉଟ୍ ନୋଟିସ ବି ଜାରି କରିଛି । କଏଦୀଙ୍କୁ ଦେଖିଲେ ତୁରନ୍ତ ନିକଟସ୍ଥ ପୋଲିସ ଷ୍ଟେସନରେ ଖବର ଦେବାକୁ ପ୍ରତି କଏଦୀଙ୍କ ଗାଁ ମୁଖିଆଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
Comments are closed.