ନୂଆଦିଲ୍ଲୀ: ବିକ୍ରି ହୋଇଯିବ ୯୦ ବର୍ଷ ପୁରୁଣା ଲିପଷ୍ଟିକ୍ କମ୍ପାନୀ ରେଭଲନ । ଦେବାଳିଆ ହୋଇଯିବା ପରେ ବିକ୍ରି ହେବାକୁ ଆବେଦନ କରିଛି ଆମେରିକାର ଏହି ପ୍ରତିଷ୍ଠିତ କମ୍ପାନୀ। ଗୋଟିଏ ସମୟ ଥିଲା ଯେତେବେଳେ ଆମେରିକୀୟ ମାନେ ଏହି କସମେଟିକ୍ କମ୍ପାନୀ ରେଭଲନର ଲିପଷ୍ଟିକ ଲଗାଇବାକୁ ଅଧିକ ପସନ୍ଦ କରୁଥିଲେ। କିନ୍ତୁ ପ୍ରତିଦ୍ୱନ୍ଦ୍ୱୀ ଆସିବାପରେ ଏବେ ଏହି କମ୍ପାନୀ ପଛରେ ପଡ଼ିଯାଇଛି। ଏବେ ଏହି କମ୍ପାନୀ ଲୋନ୍ ଦେବାରେ ଅସମର୍ଥ ହେବା ପରେ ଋଣ ପରିଶୋଧ ପାଇଁ ବିକ୍ରି ହେବାକୁ ଆବେଦନ କରିଛି। ଏହି କମ୍ପାନୀ ଉପରେ ୧୦ ବିଲିୟନ ଡଲାର ଋଣ ରହିଥିବା ସୂଚନା ରହିଛି। ରେଭଲନର ନେଲପଲିସ୍ ଏବଂ ଲିପଷ୍ଟିକ୍ ପାଇଁ ଜଣାଶୁଣା। କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡେବ୍ରା ପେରେଲମାନ ଏକ ବିବୃତ୍ତିରେ କମ୍ପାନୀର ବିକ୍ରି ବାବଦରେ ସୂଚନା ଦେଇଛନ୍ତି।
BREAKING NEWS
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
Comments are closed.