Latest Odisha News

BREAKING NEWS

ଓଡ଼ିଶାରୁ ୯୧୩ କରୋନା ରୋଗୀ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୧୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩,୧୪,୬୨୯ଟି କରୋନା ମାମଲା ରହିଥିବା ବେଳେ ମୋଟ୍ ୩,୦୬,୭୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୬୫୭ ଜଣ ମୃତ୍ୟୁ ବରଣ କରିଛନ୍ତି।

Leave A Reply

Your email address will not be published.