Latest Odisha News

BREAKING NEWS

ଓଡ଼ିଶାରେ ୯୬ ନୂଆ କରୋନା ପଜିଟିଭଙ୍କ ସହ ୧୮୦୦ ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୯୬ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂଖ୍ୟା ୧୮୧୯ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଓଡ଼ିଶାରେ ୮୩୩ ସକ୍ରୀୟ ମାମଲା ରହିଥିବା ବେଳେ ୯୭୭ ଜଣ ସୁସ୍ଥ ହୋଇଛନ୍ତି। ଏହାଛଡ଼ା ଏଯାବତ ମୋଟ୍ ୭ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ମଧ୍ୟ ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୧୩ ଜଣ  କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

 

Leave A Reply

Your email address will not be published.