Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୯୮୭୦ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୯୮୭୦ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।

 

ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୫ ଲକ୍ଷ ୫୬ ହଜାର ୫୦୧ ଜଣ ଆକ୍ରାନ୍ତ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯କୁ ବୃଦ୍ଧି ପାଇଛି । ୨୪୦୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଅଧିକ ପଢନ୍ତୁ- ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ଓଡ଼ିଶା ସରକାର

Leave A Reply

Your email address will not be published.