Latest Odisha News

BREAKING NEWS

ଓଡିଶା

Dhauli Gang-Rape Case: ଧଉଳି ଗଣଦୁଷ୍କର୍ମ ମାମଲା: ଧରାପଡିଲା ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଧଉଳି ଗଣଦୁଷ୍କର୍ମ ମାମଲା। ଧରାପଡିଲା ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ହାପି। ସତ୍ୟ ପ୍ରକାଶକୁ ଗଞ୍ଜାମରୁ ଉଠାଇ ଆଣିଲା ସ୍ପେଶାଲ ସ୍କ୍ବାଡ୍। ତା’ର ଅନ୍ୟ ୨ ସହଯୋଗୀ ଏବେବି ଫେରାର୍‌ ଅଛନ୍ତି। ଖୁବଶୀଘ୍ର ପୋଲିସ ସେମାନଙ୍କୁ ଗିରଫ କରିବ। ଏନେଇ ପୋଲିସ…

ସହଜ ହେଲା ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍, ୨୦ ହଜାର ଟଙ୍କାରେ କରିପାରିବେ ପଞ୍ଜିକରଣ

ଭୁବନେଶ୍ୱର: ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ। ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି। ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି। ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ…

Book festival: ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟିର ବ୍ୟବସାୟ; ୧୨ ଦିନରେ ୧୦୦ରୁ ଉର୍ଦ୍ଧ୍ୱ ପୁସ୍ତକ…

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଗତ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟି ଟଙ୍କାର ବ୍ୟବସାୟ ହୋଇଛି। ଏଥିସହ ୧୨ ଦିନ ମଧ୍ୟରେ ବିଭିନ୍ନ…

Odisha Police: ‘ଅପରେସନ ଧରପଗଡ’; ୩୬ ବନ୍ଧୁକ ସହ ୭୧ ଗୁଳି ଜବତ, ଗିରଫ ହେଲେଣି…

ଭୁବନେଶ୍ବର: ରାଜ୍ୟରେ ବେଆଇନ ବନ୍ଧୁକ ଚୋରା ଚାଲାଣ, ମାରଣାସ୍ତ୍ର ଓ ଅପରାଧିକ କାର୍ଯ୍ୟକଳାପ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଲଗାତାର କଠୋର ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ଏହା ଉପରେ ରୋକ ଲଗାଇବା ପାଇଁ ଗତ କିଛି ଦିନ ଧରି ଓଡ଼ିଶା ପୋଲିସ ତରଫରୁ "ଅପରେସନ୍ ଧରପଗଡ" ଅଭିଯାନ…

ଏଏମ୍/ଏନ୍ଏସ୍ ଇଣ୍ଡିଆ ଏନଇସିଏ ୨୦୨୫ର ଶ୍ରେଷ୍ଠ ନବସୃଜନ ପୁରସ୍କାରରେ ସମ୍ମାନିତ

ନୂଆଦିଲ୍ଲୀ: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ / ଏନ୍ଏସ୍ ଇଣ୍ଡିଆ) କୁ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏବଂ ବ୍ୟୁରୋ ଅଫ୍ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଜାତୀୟ ଊର୍ଜା ସଂରକ୍ଷଣ ପୁରସ୍କାର (ଏନଇସିଏ) ୨୦୨୫ ରେ ଶ୍ରେଷ୍ଠ ଉଦ୍ଭାବକ…

ସାହିତ୍ୟ

ପ୍ରଭାତ ଓ ବିରଞ୍ଚିଙ୍କୁ ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର

କଟକ: ଚଳିତ ବର୍ଷ ପାଇଁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର ଭୁବନେଶ୍ୱର ନିବାସୀ ପ୍ରଭାତ ରଞ୍ଜନ ବେହୁରା ଓ ରାଉରକେଲା…

ଦେବଦାସ ଛୋଟରାୟଙ୍କ ‘ଆମ ସମୟର ମଣିଷ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର: ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମେଳା ୨୦୨୫ର ଦ୍ୱିତୀୟ ଦିବସରେ କେତକୀ ଫାଉଣ୍ଡେସନ୍ ଟ୍ରଷ୍ଟର ଷ୍ଟଲରେ ଉପସ୍ଥାପିତ ସଂଗ୍ରହକୁ…

ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ

ଭୁବନେଶ୍ବର: ଏକାମ୍ର ୱାକ୍  ର ଓଡ଼ିଆ ଭାଷା ପଦଯାତ୍ରା,  ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ( ବି.ଡି.ଏ) ର ଏକ ପଦକ୍ଷେପ । ଯାହାକି…

ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ

ପୁରୀ: ଅହୋମ କବି ସମାଜ ପକ୍ଷରୁ ପୁରୀରେ ସମନ୍ୱୟ କବି ସମାରୋହ ଅନୁଷ୍ଠିତ ହୋଇଛି । ସ୍ଥାନୀୟ ଶ୍ରୀ ଶଙ୍କରଦେବ ସଂସ୍କୃତି ସମାଜ ପୁରୀ…