Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ୧୧ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ,ନୟାଗଡ଼ , ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘରେ ରହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

Comments are closed.