Latest Odisha News

BREAKING NEWS

ଓଡିଶାର ନୂଆ କଂଗ୍ରେସ ପ୍ରଭାରୀ ହେଲେ ଚେଲ୍ଲା କୁମାର

ଭୁବନେଶ୍ୱର: ଓଡିଶା ପାଇଁ ଏଆଇସିସି ପକ୍ଷରୁ ଚେଲ୍ଲାକୁମାରଙ୍କୁ ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ ଜିତେନ୍ଦ୍ର ସିଂ ଓଡିଶା ପ୍ରଭାରୀ ଥିବା ବେଳେ ଏବେ ଚେଲ୍ଲାକୁମାରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।

ଚେଲ୍ଲାକୁମାର ଗତ ନିର୍ବାଚନରେ ତାମିଲନାଡୁର କ୍ରିଷ୍ଣଗିରି ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ଜିତିଥିଲେ ।
ଓଡିଶାର ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ମିଜୋରାମ ଓ ମଣିପୁରର ପ୍ରଭାରୀ ଭାବେ ନିଯୁକ୍ତ ହୋଇଛନ୍ତି ।

Leave A Reply

Your email address will not be published.