Latest Odisha News

BREAKING NEWS

ସେପ୍ଟେମ୍ବର ୨୯ରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି।

ଏହି ଅଧିବେଶନ ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏଁ ଚାଲିବ।

ଏହି ସମୟ ମଧ୍ୟରେ ରବିବାର ଦିନ ମଧ୍ୟ ବିଧାନସଭା ବୈଠକ ହେବ ବୋଲି ସୁତ୍ରରୁ ପ୍ରକାଶ।

ଅଧିକ ପଢନ୍ତୁ- ଆରମ୍ଭ ହେଲା ମୌସୁମୀ ଅଧିବେଶନ, ୧୭ ଜଣ ସାଂସଦ କରୋନା ପଜିଟିଭ

ଅଧିକ ପଢନ୍ତୁ- ପ୍ରଶ୍ନକାଳକୁ ନେଇ ମୌସୁମୀ ଅଧିବେଶନ ଆରମ୍ଭରୁ ହିଁ ବିରୋଧୀଙ୍କ ହଙ୍ଗାମା

Leave A Reply

Your email address will not be published.