Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୩୮୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୩୮୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ୍ ସୁସ୍ଥତାଙ୍କ ସଂଖ୍ୟା ୧୬୫୪୩୨ ଟପିଛି।

ଖୋର୍ଦ୍ଧାରୁ ୭୪୪, କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡାରୁ ୧୭୯, ବରଗଡରୁ ୧୭୪, ଝାରସୁଗୁଡାରୁ ୧୬୭, ଯାଜପୁରରୁ ୧୫୯, ଅନୁଗୁଳରୁ ୧୪୪, ବାଲେଶ୍ୱରରୁ ୧୪୨, ରାୟଗଡାରୁ ୧୩୮, ସୁନ୍ଦରଗଡରୁ ୧୨୮, କନ୍ଧମାଳରୁ ୧୨୬, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ସମ୍ବଲପୁରରୁ ୧୧୪, ମୟୂରଭଞ୍ଜରୁ ୧୦୯, ବୌଦ୍ଧରୁ ୧୦୧, କେନ୍ଦ୍ରାପଡାରୁ ୧୦୦, ଭଦ୍ରକରୁ ୮୯, କୋରାପୁଟରୁ ୮୮, କେନ୍ଦୁଝରରୁ ୭୩, ଢେଙ୍କାନାଳରୁ ୫୭, ସୋନପୁରରୁ ୫୬।

ସେହିପରି ଗଞ୍ଜାମରୁ ୪୯, ବଲାଙ୍ଗୀରରୁ ୪୭, ନୟାଗଡ଼ରୁ ୪୪, କଳାହାଣ୍ଡିରୁ ୪୩, ମାଲକାନଗିରିରୁ ୪୦, ଗଜପତିରୁ ୩୨, ଦେଓଗଡରୁ ୧୦ ଓ ଷ୍ଟେଟ୍ ପୁଲରୁ ୩୨୬ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.