ଭଦ୍ରକ: ରୋଗୀ ନେଇ ଫେରିବା ବାଟରେ ଓଲଟିଲା ଆମ୍ବୁଲାନ୍ସ । ଭୋଗରାଇ ନହର ଗାଁରେ ଜଣେ ରୋଗୀଙ୍କୁ ପରିବାର ଲୋକେ କଟକ ଆଣିବା ବେଳେ ବିଳମ୍ବିତ ରାତିରେ ଚରମ୍ପା ନିକଟରେ ଏହି ଦୁର୍ଘଟଣା ଘଟିଛି । ଫଳରେ ଆମ୍ବୁଲାନ୍ସ ଭିତରେ ଥିବା ଗୁରୁତର ବ୍ୟକ୍ତିଙ୍କ ସହ ଦୁଇ ଭାଇ ଓ ମା’ ଆହତ ହୋଇଛନ୍ତି । ସେମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।
BREAKING NEWS
- ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
- ରାମ ଗୋପାଳ ବର୍ମା ଏବଂ ଉର୍ମିଳା ଗୁପ୍ତ ଭାବରେ ମନ୍ଦିରରେ କରିଥିଲେ ବିବାହ! କାହିଁକି ପଡିଲା ସମ୍ପର୍କରେ ପୂର୍ଣ୍ଣଚ୍ଛେଦ?
Comments are closed.