Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୭୬୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୭୬୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଖୋର୍ଦ୍ଧାରୁ ୧୧୭୩, କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ ୧୦୯, ଜଗତସିଂହପୁରରୁ ୧୦୩, ସୋନପୁରରୁ ୧୦୩, କୋରାପୁଟରୁ ୧୦୨, ଅନୁଗୁଳରୁ ୧୦୧, ଢେଙ୍କାନାଳରୁ ୯୮, କଳାହାଣ୍ଡିରୁ ୯୭, ଐଗ୍ଦ ଝାରସୁଗୁଡାରୁ ୯୨, ସମ୍ବଲପୁରରୁ ୯୧, କେନ୍ଦୁଝରରୁ ୯୦, କନ୍ଧମାଳରୁ ୮୯, କେନ୍ଦ୍ରାପଡାରୁ ୮୯, ଭଦ୍ରକରୁ ୮୬, ମାଲକାନଗିରିରୁ ୬୬, ବଲାଙ୍ଗୀରରୁ ୬୫, ଗଞ୍ଜାମରୁ ୫୬, ବୌଦ୍ଧରୁ ୬୧, ନୂଆପଡାରୁ ୫୩, ରାୟଗଡାରୁ ୫୧, ନୟାଗଡ଼ରୁ ୪୨, ଦେବଗଡରୁ ୧୬, ଗଜପତିରୁ ୧୩, ଷ୍ଟେଟ ପୁଲରୁ ୫୮୭ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧,୭୦,୧୯୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

Comments are closed.