Latest Odisha News

ବିିଶ୍ୱ ପର୍ଯ୍ୟଟନ ଦିବସ ପାଇଁ ବାଲୁକା ଶିଳ୍ପୀ ମାନସ ପ୍ରସ୍ତୁତ କଲେ ବାଲୁକା କଳା

ପୁରୀ: କରୋନା ମହାମାରୀ ଯୋଗୁଁ ବେଶୀ ପ୍ରଭାବିତ ହୋଇଛି ପର୍ଯ୍ୟଟନ ଶିଳ୍ପ । ଆଶା ରହିଛି ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିବ । ଆସନ୍ତାକାଲି ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ମାନସ ସାହୁ ଏକ ବାଲୁକା କଳା ପ୍ରସ୍ତୁତ କରିଛନ୍ତି ।

ନିଜ ବାଲୁକା କଳା ମାଧ୍ୟମରେ ସେ ଓଡିଶାର ପର୍ଯ୍ୟଟନ ସ୍ଥଳୀ, ଯାତ୍ରା ଓ କରୋନା ପାଇଁ ସାମାଜିକ ଦୂରତା,ମାସ୍କ ବ୍ୟବହାର, ହାତ ,ସାନିଟାଇଜେସନ ନେଇ ମାନଓ ବାର୍ତ୍ତା ଦେଇଛନ୍ତି ।

Leave A Reply

Your email address will not be published.