ଆସାମ: ଆସାମରେ ଏସ୍ଆଇ ପ୍ରବେଶିକା ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ୪୫ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଏଥିସହ ୫ କୋଟି ୨୮ ଲକ୍ଷ ଟଙ୍କା ଜବତ କରିଛି ଆସାମ ପୋଲିସ । ଅଭିଯୁକ୍ତଙ୍କଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଡକୁମେଂଟ ଏବଂ ଡିଜିଟାଲ ପ୍ରମାଣ ପତ୍ର ଜବତ ହୋଇଛି । ପ୍ରଶ୍ନପତ୍ର ଲିକ୍ର ମୁଖ୍ୟ ଅଭିଯୁକ୍ତଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ଆସାମ ପୋଲିସ କହିଛି ।
BREAKING NEWS
- Budget 2026: ବଜେଟ୍ ଉପସ୍ଥାପନା ପୂର୍ବରୁ କାହିଁକି ପ୍ରସ୍ତୁତ ହୁଏ ହାଲୱା, କ’ଣ ରହିଛି ଏହା ପଛର ବିଶେଷ କାହାଣୀ?
- Union Budget 2026: ଚାଷୀ, ମହିଳା ଏବଂ ଯୁବକମାନଙ୍କୁ ଅଭିବୃଦ୍ଧି ପ୍ରଦାନ କରିବାର ଲକ୍ଷ୍ୟ କହିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
- ୧୧୨କୁ ଫୋନ କରନ୍ତୁ ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନିଅନ୍ତୁ: ଅଗ୍ନିଶମ ଡିଜି
- ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
Comments are closed.