ଭୁବନେଶ୍ୱର: କ୍ରାଇମବ୍ରାଂଚ ଏସ୍ଟିଏଫ୍ କବଜାରେ କଲରାପତରିଆ ସ୍ମଗଲର । ବିକ୍ରି ଯୋଜନା ବେଳେ ଗୋଟିଏ କଳରାପତରିଆ ବାଘ ଚମଡା ଜବତ କରିଛି ଏସ୍ଟିଏଫ୍ । ଏଥିସହ ଏହି ସ୍ମଗଲିଂରେ ସମ୍ପୃକ୍ତ ଥିବା ଜଣକୁ ଏସ୍ଟିଏଫ୍ ଗିରଫ ମଧ୍ୟ କରିଛି । ସମ୍ବଲପୁର-ସୋନପୁର ସୀମା ଅଚଂଳରୁ ଏହି ବାଘ ଚମଡା ଜବତ ହୋଇଛି । ଅଭିଯୁକ୍ତ ଜଣକ ବାଘ ଚମଡା ବିକ୍ରି ପାଇଁ ଯୋଜନା କରୁଥିବା ବେଳେ ଚଢ଼ାଉ କରିଥିଲା ଏସ୍ଟିଏଫ୍ ।
BREAKING NEWS
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
Comments are closed.