ଗଞ୍ଜାମ: ସତର୍କ ସଂକେତ ଡେଇଁଛି ଋଷିକୁଲ୍ୟା ନଦୀ । ଗଞ୍ଜାମ ପୁରୁଷୋତ୍ତମପୁରରେ ସତର୍କ ସଙ୍କେତ ଟପିଛି ଋଷିକୁଲ୍ୟା ଜଳସ୍ତର । ନଦୀର ସର୍ତକ ସଂକେତ ୧୫.୮୩ ଥିବା ବେଳେ ବର୍ତମାନ ରହିଛି ୧୬.୩୫ । ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ନଦୀର ଜଳସ୍ତର ବଢ଼ିଛି । ନଦୀର ବିପଦ ସଙ୍କେତ ୧୬.୮୩ ମିଟର ରହିଛି। ଖୁବଶୀଘ୍ର ବିପଦ ସଂକେତ ଡ଼େଇଁପାରେ ଋଷିକୁଲ୍ୟା ନଦୀ । ନଦୀ କୂଳିଆ ଲୋକଙ୍କୁ ସର୍ତକ ରହିବାକୁ ପରାମର୍ଶ ଦେଇଛି ପ୍ରଶାସନ ।
BREAKING NEWS
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
- Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ
- Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ
- India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା
- ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
Comments are closed.