Latest Odisha News

BREAKING NEWS

ବାଲେଶ୍ୱର ଔପଦା ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର

ବାଲେଶ୍ୱର: ଔପଦା ଅଞ୍ଚଳରୁ ଗୋଟିଏ ବିରଳ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଦନ୍ତୁର ଫରେଷ୍ଟ ବିଟହାଉସ ଅନ୍ତର୍ଗତ ଦାରିପୋଖରୀ ଗାଁ ଅନ୍ତର୍ଗତ ପୀଡ଼ାକଟା କେନାଲ ନିକଟରୁ ଏହାକୁ ଉଦ୍ଧାର କରାଯାଇଛି । କେନାଲ ନିକଟରେ ବଜ୍ରକାପ୍ତାକୁ ଦେଖିଥିଲେ ଗାଁ ଲୋକ । ଏହାର ଆନୁମାନିକ ଓଜନ ପ୍ରାୟ ୩ କିଲୋଗ୍ରାମରୁ ଅଧିକ ହେବ । ସୋର ବନ ବିଭାଗ କର୍ମଚାରୀ ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ ।

Leave A Reply

Your email address will not be published.