Latest Odisha News

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୫୨ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବଲାଙ୍ଗିରରୁ ୨, ଜଗତସିଂହପୁରରୁ ୧, ସୁବର୍ଣ୍ଣପୁରରୁ ୨, ବୌଦ୍ଧରୁ ୧, ବରଗଡରୁ ୧, ଝାରସୁଗୁଡାରୁ ୨, ଭୁବନେଶ୍ୱରରୁ ୩, ମୟୁରଭଞ୍ଜରୁ ୧, କଟକରୁ ୩, ନୂଆପଡାରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.