ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଉଇଙ୍ଗ୍ କମାଣ୍ଡର ଡା. ବିଜୟଲକ୍ଷ୍ମୀ ରମଣଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ବିଜୟଲକ୍ଷ୍ମୀ ବାୟୁସେନାର ପ୍ରଥମ ମହିଳା ଅଧିକାରୀ ଭାବେ ନିଯୁକ୍ତ ହୋଇଥିଲେ। ୧୯୫୫ରେ ସେ ବାୟୁସେନାରେ ଯୋଗ ଦେଇଥିଲେ ଏବଂ ୧୯୭୨ରେ ଉଇଙ୍ଗ କମାଣ୍ଡର ହୋଇଥିଲେ। ୧୯୭୯ରେ ସେ ଏହି ବୃତ୍ତିରୁ ଅବସର ଗ୍ରହଣ କରିଥିଲେ।
BREAKING NEWS
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
- ପୁରୁଷ ହକି ବିଶ୍ୱକପ୍ ୨୦୨୬: ଭାରତୀୟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ, ନେଦରଲ୍ୟାଣ୍ଡ୍ସଠାରୁ ନିକଟରୁ ଶୋଚନୀୟ ପରାଜୟ
- Kotia map:ଗୁଗୁଲ୍ ମ୍ୟାପ୍ରେ କୋଟିଆର ଭୁଲ୍ ସୀମା;ସଂଶୋଧନ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ
- ଲୁହାପଥର ନେଇ ଓଡ଼ିଶାରୁ ସିଙ୍ଗାପୁର ଯାଉଥିବା ଜାହାଜ ବୁଡ଼ିଲା: ୨୪ କ୍ରୁ ସଦସ୍ୟଙ୍କ ଜୀବନ ରକ୍ଷା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର
- କର୍ତ୍ତବ୍ୟରତ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଟିପିଏସ୍ଓଡିଏଲର ଦୃଢ କାର୍ଯ୍ୟାନୁଷ୍ଠାନ
- ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…
- ଛାତ ଉପରେ ଥିବା ପୁରୁଣା ଡିସ୍ ଛତା ଆସିବ କାମରେ! ମାଗଣା ଚ୍ୟାନେଲ୍ ଦେଖିବା ପାଇଁ ଏମିତି କରନ୍ତୁ ବ୍ୟବହାର
- ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି…
- କ୍ୟାବ୍ ବୁକିଂକୁ ନେଇ ନୟାନ୍ତ ରାଜଧାନୀବାସୀ: ଓଲା, ଉବେର୍ ସେବା ବାଧାପ୍ରାପ୍ତ, ବଢୁଛି ଅସନ୍ତୋଷ
- ଜିଲ୍ଲା ଜଜ୍ ନିଯୁକ୍ତି ପରୀକ୍ଷା ମାର୍କରେ ହେରଫେର: ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ପ୍ରାର୍ଥୀଙ୍କୁ ମିଳିଲା ସାକ୍ଷାତକାର ସୁଯୋଗ

Comments are closed.