Latest Odisha News

BREAKING NEWS

ଦେଶବାସୀଙ୍କୁ ଆଜି ସନ୍ଧ୍ୟା ୬ଟାରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ମଙ୍ଗଳବାର ଦିନ ଦେଶବାସୀଙ୍କୁ ସମ୍ବୋଧନ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ଏନେଇ ସେ ଟ୍ୱିଟ କରି ଜଣାଇଛନ୍ତି ।

ପ୍ରାପ୍ତ ସୂଚନାନୁଯାୟୀ ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତଥା କରୋନାଭାଇରସ ମୁକାବିଲା ସମ୍ବନ୍ଧରେ ଜନସାଧାରଣଙ୍କୁ ସମ୍ବୋଧିତ କରିପାରନ୍ତି ।

ତେବେ ଏନେଇ ଅଧିକ ସୂଚନା ମିଳିପାରି ନାହିଁ ।

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ କରୋନା ଭାଇରସରେ ଭାରତରେ ପ୍ରାୟ ୭୫ ଲକ୍ଷ ୯୭ ହଜାର ୦୬୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଯାବତ୍ ୧,୧୫,୧୯୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.