ନୂଆଦିଲ୍ଲୀ: ସମଗ୍ର ବିଶ୍ୱର ୨୧୫ଟି ଦେଶକୁ ମହାମାରୀ କରୋନା କାୟା ବିସ୍ତାର କରିସାରିଛି। କେତେକ ଦେଶରେ ଭାଇରସ୍ର ପୁନଃ ସଂକ୍ରମଣ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ଯେଉଁଥିପାଇଁ ପ୍ରତିଦିନ ରେକର୍ଡ ସ୍ତରରେ କରୋନା ମାମଲା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪.୭୬ ଲକ୍ଷ କରୋନା ମାମଲା ରେକର୍ଡ ହୋଇଛି। ଏହି ବିପଜ୍ଜନକ ରୋଗରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୬,୪୫୦ ଜଣଙ୍କର ମୃତ୍ୟୁ ହୋଇଛି। ଅତୀତରେ ଆମେରିକାରେ ସର୍ବାଧିକ ସଂଖ୍ୟକ ମାମଲା ସାମ୍ନାକୁ ଆସିଥିଲା। ଏହା ପରେ ଭାରତ, ଫ୍ରାନ୍ସ, ବ୍ରାଜିଲ, ବ୍ରିଟେନ, ସ୍ପେନ୍, ଆର୍ଜେଣ୍ଟିନାରେ ସର୍ବାଧିକ ସଂଖ୍ୟକ ମାମଲା ରୁଜୁ ହୋଇଥିଲା।
ୱାର୍ଲଡ୍ ମିଟର ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୧୯ ଲକ୍ଷ ୬୫ ହଜାର ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରୁ ୧୧ ଲକ୍ଷ ୪୨ ହଜାର ଲୋକ ପ୍ରାଣ ହରାଇଥିବାବେଳେ ୩ କୋଟି ୧୧ ଲକ୍ଷ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ସମଗ୍ର ବିଶ୍ୱରେ ୯୬ ଲକ୍ଷ ୪୭ ହଜାର ସକ୍ରିୟ ମାମଲା ଅଛି, ଅର୍ଥାତ୍ ବର୍ତ୍ତମାନ ଅନେକ ଲୋକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
BREAKING NEWS
- ଜନ୍ମଦିନରେ ଜଳିଲା ଯବାନଙ୍କ ଜୁଇ; ଭି. ତେଜାଙ୍କ ପାଇଁ କାନ୍ଦୁଛି ଜନ୍ମମାଟି…
- ଗଞ୍ଜାମରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ; ୨ ଆହତ
- Repo Rate Hike: ୪ ବର୍ଷ ପରେ RBIର ବଡ଼ ଝଟକା! ବଢ଼ିଲା ରେପୋ ରେଟ୍, ମହଙ୍ଗା ହେବ ଲୋନ୍… ବଢ଼ିବ EMI
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ

Comments are closed.