ମୁମ୍ବାଇ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଆଶଙ୍କା ପ୍ରକାଶ କରାଯାଇଛି। ଆତଙ୍କବାଦୀମାନେ ମୁମ୍ବାଇରେ ବଡ଼ ଧରଣର ଆକ୍ରମଣ କରିପାରନ୍ତି ବୋଲି ବିଶେଷ ସୂତ୍ରରୁ ପ୍ରକାଶ। ଏ ସମ୍ପର୍କରେ ମୁମ୍ବାଇ ପୋଲିସ ମଧ୍ୟ ସତର୍କ ସୂଚନା ଜାରି କରିଛି। ଆକ୍ରମଣ ସମ୍ଭାବନା ପରେ ସହରରେ ଡ୍ରୋନ୍ ଉପରେ ମଧ୍ୟ ନିଷେଧାଦେଶ ଜାରି କରାଯାଇଛି।
ଆଶଙ୍କା କରାଯାଉଛି ଯେ ଉତ୍ସବ ସମୟରେ ରିମୋଟ୍ ଦ୍ୱାରା ନିୟନ୍ତ୍ରିତ ଏୟାର୍କ୍ରାଫ୍ଟ କିମ୍ବା ଏୟାର ମିସାଇଲ୍ ମାଧ୍ୟମରେ ଜନନଗହଳିପୂର୍ଣ୍ଣ ଅଞ୍ଚଳରେ ଆତଙ୍କୀ ହମ୍ଲା ହୋଇପାରେ। ପ୍ରତିରକ୍ଷା ବିଶେଷଜ୍ଞଙ୍କ ମତନୁଯାୟୀ ବର୍ତ୍ତମାନ, ପାକିସ୍ତାନ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକ କେବଳ ରାଜନୈତିକ ଅସ୍ଥିରତା ନୁହେଁ ବରଂ ଉତ୍ସବ ଆଦିରେ ବାଧା ସୃଷ୍ଟି କରିବା ପାଇଁ ବଡ଼ ଧରଣର ଆକ୍ରମଣ କରିପାରନ୍ତି।
BREAKING NEWS
- Master Canteen Violence:ମାଷ୍ଟରକ୍ୟାଣ୍ଟିନ ହିଂସା:ଅନଲାଇନ୍ ଅଟୋ ସଂଘ ସଭାପତି ଦୀନବନ୍ଧୁ ପୁରୀରୁ ଗିରଫ
- ଯଥାଶୀଘ୍ର ପୂରଣ ହେବ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ
- Superstition Murder: ସ୍ତ୍ରୀକୁ ଫେରିପାଇବା ପାଇଁ ସାଙ୍ଗକୁ ବଳି
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ରାଜ୍ୟ ବାହାରକୁ ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ିବସିଲା ବନବିଭାଗ, ୩ ଗିରଫ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

Comments are closed.