Latest Odisha News

BREAKING NEWS

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ଚାରି ଜଣଙ୍କର ମୃତ୍ୟୁ

ଉତ୍ତରପ୍ରଦେଶ: ବେଆଇନ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୮ ଜଣ । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉତ୍ତରପ୍ରଦେଶ କୁଶୀନଗର ଜିଲ୍ଲାରେ ଆଜି ସକାଳୁ ଏହି ଅଘଟଣ ଘଟିଛି ।

ଆଜି ସକାଳୁ ସକାଳୁ କୁଶୀନଗର ଜିଲ୍ଲା କପ୍ତାନଗଞ୍ଜ ଅଞ୍ଚଳରେ ଥିବା ବେଆଇନ୍ ବାଣ ଗୋଦାମରେ ହଠାତ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଭୁଶୁଡ଼ି ପଡ଼ିଥିଲା ଘରର କାନ୍ଥ । ଆଖପାଖ ଘର ବି କ୍ଷତିଗ୍ରସ୍ତ ହୋଇଛି । କେମିତି ଓ କେଉଁ ପରିସ୍ଥିତିରେ ବିସ୍ଫୋରଣ ହେଲା ସେନେଇ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.