ଭଦ୍ରକ: ନିଆଁରେ ପୋଡି ହୋଇ ଓଡ଼ିଶା ସ୍ପେଶାଲ୍ ଆର୍ମଡ ପୋଲିସ ବା OSAPର ୩ ଯବାନ ଗୁରୁତର । ସେମାନଙ୍କୁ ଚିକିତ୍ସା ପାଇଁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୁରୁଣା ବଜାର ଥାନା ବାରାକରେ ଶୋଇଥିବା ବେଳେ ନିଆଁ ଲାଗିଥିଲା । ମଶା ଧୂପରୁ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି ।
BREAKING NEWS
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ
- ନେପାଳରେ ପୁଣି ଧସିଲା ପାହାଡ, ଭୁଶୁଡିଲା ଘର, ୧୦ ମୃତ
- Mahanadi Water Dispute:ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମହାନଦୀ ବୈଠକ;ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବୈଠକରେ ଦେବେ ଯୋଗ
- ବଡ଼ମ୍ବାର ପ୍ରସିଦ୍ଧ ଭଟ୍ଟାରିକା ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାଜଳ: ରୋଷେଇ ଘରକୁ ସ୍ଥାନାନ୍ତର ହେଲା ଦେବୀଙ୍କ ମୂର୍ତ୍ତି
- ଦିଲ୍ଲୀରେ ବଢୁଛି ଦୁଷ୍କର୍ମ ମାମଲା, ସୁପ୍ରିମକୋର୍ଟଙ୍କ ଉଦ୍ବେଗ

Comments are closed.