ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମିବାରେ ଲାଗିଛି ଆକ୍ଟିଭ୍ କେସ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୬୮୪ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।
ଲକ୍ଷେ ୨୯ ହଜାର ମୃତ
ବଢୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ମହାମାରୀ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୨୦ ଆକ୍ରାନ୍ତଙ୍କ ଜୀବନ ନେଇଛି । କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୯ ହଜାର ୧୮୮ ଛୁଇଁଛି । ଦେଶରେ ମୃତ୍ୟୁହାର ରହିଛି ୧.୪୭% ।

୯୩% ଆକ୍ରାନ୍ତ ସୁସ୍ଥ
କମୁଛି ଆକ୍ଟିଭ୍ କେସ୍ । ୫ ଲକ୍ଷ ତଳକୁ ଖସିଛି । ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଆରୋଗ୍ୟ ଲାଭ କରିଛନ୍ତି ୪୭ ହଜାର ୯୯୨ ଜଣ । ଦେଶରେ କରୋନାରୁ ୮୧ ଲକ୍ଷ ୬୩ ହଜାର ୫୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହାର ରହିଛି ୯୩ ପ୍ରତିଶତ । ବର୍ତ୍ତମାନ ୪ ଲକ୍ଷ ୮୦ ହଜାର ୭୧୯ଟି ଆକ୍ଟିଭ୍ କେସ୍ ରହିଛି ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.