ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମହାମାରୀ ଏକ ଭୟଙ୍କର ରୂପ ନେଇସାରିଛି। ଏହି ଭୂତାଣୁ ଜନିତ ବିପଦ ଦିନକୁ ଦିନ ରେକର୍ଡ ସ୍ତରରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ରେକର୍ଡ ୬ ଲକ୍ଷ ୫୬ ହଜାର ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଏଥିସହିତ ୯ ହଜାର ୯୪୨ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାରେ ପରିସ୍ଥିତି ମଧ୍ୟ ଅତ୍ୟନ୍ତ ଖରାପ। ପ୍ରତିଦିନ ଅଢେଇରୁ ଦୁଇ ଲକ୍ଷ ମାମଲା ଆସୁଛି।
ୱାର୍ଲଡ୍ ମିଟର ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ୫ କୋଟି ୩୭ ଲକ୍ଷ ୩୨ ହଜାର ମାମଲା ରିପୋର୍ଟ ହୋଇଛି। ଏଥି ସହିତ, ଏପର୍ଯ୍ୟନ୍ତ ୧୩ ଲକ୍ଷ ୮ ହଜାର ୫୬୫ ଜଣଙ୍କର ମୃତ୍ୟୁ ହୋଇଛି। ୩୭ ନିୟୁତ ଲୋକ ଆରୋଗ୍ୟ ଲାଭ କରିଥିବାବେଳେ ୧ କୋଟି ୪୯ ଲକ୍ଷ ରୋଗୀ ଚିକିତ୍ସିତ ହେଉଛନ୍ତି।
BREAKING NEWS
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
Comments are closed.