ନୂଆଦିଲ୍ଲୀ: ସୋସିଆଲ ମିଡିଆର ଦିଗ୍ଗଜ କମ୍ପାନୀ ଟ୍ୱିଟର ନିଜ ଉପରେ ବଢୁଥିବା ନିୟମର ଚାପ ଏବଂ ଗୁରୁତର ସୁରକ୍ଷା ବିପଦକୁ ଦୃଷ୍ଟିରେ ରଖି କାର୍ଯ୍ୟ ପାଇଁ ବିଶ୍ୱର ଜଣାଶୁଣା ହ୍ୟାକର୍ଙ୍କୁ ଏହି କାର୍ଯ୍ୟରେ ନିଯୁକ୍ତ କରିଛି। ଯାହାଦ୍ୱାରା ସେମାନେ ଏହି ଚ୍ୟାଲେଞ୍ଜଗୁଡିକର ମୁକାବିଲା କରିପାରିବେ। ଟ୍ୱିଟର ପିଟର ଜାଟକୋଙ୍କୁ ସୁରକ୍ଷା ମୁଖ୍ୟ ଭାବରେ ନିଯୁକ୍ତ କରିଛି ଏବଂ ଏହାର ଗଠନ ଏବଂ କାର୍ଯ୍ୟ ଶୈଳୀରେ ପରିବର୍ତ୍ତନ ଆଣିବା ପାଇଁ ତାଙ୍କୁ ଦାୟିତ୍ୱ ଦେଇଛି। ଜାଟକୋ ସିଧାସଳଖ ଟ୍ୱିଟର ସିଇଓ ଜ୍ୟାକ୍ ଡର୍ଜିଙ୍କୁ ରିପୋର୍ଟ କରିବେ। ୪୫ ରୁ ୬୦ଦିନ ସମୀକ୍ଷା ପରେ ସେମାନେ ପ୍ରମୁଖ ସୁରକ୍ଷା କାର୍ଯ୍ୟର ପରିଚାଳନା ଦାୟିତ୍ୱ ଗ୍ରହଣ କରିବେ ବୋଲି ଆଶା କରାଯାଉଛି।
BREAKING NEWS
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ

Comments are closed.