ନୂଆଦିଲ୍ଲୀ: ଦିଲ୍ଲୀରେ କରୋନାର ତୃତୀୟ ଲହର । ମହାମାରୀ ମାଡ଼ି ମାଡ଼ି ଚାଲିଛି । ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲି ଯାଉଛି ଭାଇରସ୍ । ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ଦିଲ୍ଲାରେ ରେକର୍ଡ ୧୩୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ସମୟରେ ସଂକ୍ରମିତ ହୋଇଛନ୍ତି ୭ ହଜାର ୪୮୬ ଜଣ ।
୫ ଲକ୍ଷ ପାର କଲା ପଜିଟିଭ୍ କେସ୍
ଦିଲ୍ଲୀରେ ୫ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୩ ହଜାର ୮୪ ପଜିଟିଭ୍ କେସ୍ ବାହାରିଛି । ଏମାନଙ୍କ ଭିତରୁ ୭ ହଜାର ୯୪୩ ଜମ ମୃତ୍ୟୁବରଣ କରିଛନ୍ତି । ଆରୋଗ୍ୟ ଲାଭ କରିଛନ୍ତି ୪ ଲକ୍ଷ ୫୦ ହଜାରରୁ ଅଧିକ । ୪୨ ହଜାରରୁ ଅଧିକ ଆକ୍ଟିଭ୍ କେସ୍ ରହିଛି ।
ସର୍ବଦଳୀୟ ବୈଠକ ଡାକିଲେ କେଜ୍ରିଓ୍ୱାଲ
ଦିଲ୍ଲୀରେ କରୋନାର ଥାର୍ଡ ଓ୍ୱେଭ ଆଶଙ୍କା ଭିତରେ ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ । ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷମତାରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦିଲ୍ଲୀ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ ହୋଇଥିଲା ।
BREAKING NEWS
- ଆଜିଠୁ ଓଡ଼ିଶାରେ ଏସ୍ଆଇଆର୍, ଜୁନ୍ ୨୮…
- ଆପରେଣ୍ଟିସିପ୍ ଏମ୍ବେଡେଡ଼ ଡିଗ୍ରୀ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ
- ଗିଲଙ୍କ ଶତକ, ତୃତୀୟ ଥର ପାଇଁ ଗୁଜରାଟ ଫାଇନାଲରେ
- ବିଷାକ୍ତ ମଦ ପିଇ ୧୫ ଜଣଙ୍କର ମୃତ୍ୟୁ, ଅନେକ ଗୁରୁତର
- ଭାରତକୁ ସବଷ୍ଟ୍ରେଟ୍ ଉତ୍ପାଦନ ପ୍ରଯୁକ୍ତି ଆଣିବାକୁ ଓଡ଼ିଶା ସରକାର ଏବଂ ଇଣ୍ଟେଲ୍ ଓ ୩ ଡିଜିଏସ୍ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ
- ପୂନର୍ବାର ଶତକ ସୁଯୋଗ ହାତଛଡା କଲେ ବୈଭବ
- ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପୋଲିସ କମିଶନରଙ୍କୁ ରିପୋର୍ଟ ମାଗିଲେ ଡିଜିପି
- ରିଲିଜ୍ ପୂର୍ବରୁ ବିବାଦରେ ‘ହୈ ଜୱାନି ତୋ ଇଶ୍କ ହୋନା ହୈ’, ନିର୍ମାତାଙ୍କ ବିରୋଧରେ ୪୦୦ କୋଟିର ମାମଲା ଦାୟର
- କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
- ଉପରାଷ୍ଟ୍ରପତିଙ୍କ ଦ୍ୱାରା ପାଞ୍ଚଟି ଜାତୀୟ ପ୍ରୟାସର ଶୁଭାରମ୍ଭ; ଦ ଆର୍ଟ ଅଫ ଲିଭିଙ୍ଗର ୪୫ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକେଟ୍ ଉନ୍ମୋଚନ
Comments are closed.