ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ସୁସ୍ଥ ହାର ମଧ୍ୟ ବଢିବାରେ ଲାଗିଛି। ଆଜି ୪୬ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୩୦ରେ ପହଞ୍ଚିଛି। ୪୬ ଜଣଙ୍କ ମଧ୍ୟରୁ ୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୭ଟି ସ୍ଥାନୀୟ କେସ୍ ରହିଛି। ସେହିପରି ଆଜି ୬୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା ବେଳେ ମୋଟ ସୁସ୍ଥତା ହାର ୨୯,୪୭୯ରେ ପହଞ୍ଚିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ଟୁଇଟ୍ କରି ସୂଚନା ଦେଇଛି। ତେବେ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦,୩୩୦ ରହିଥିବା ବେଳେ ୨୯,୪୭୯ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହାସହିତ କରୋନାରେ ୨୦୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
BREAKING NEWS
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ
- ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି
- ଜେପିଏସସି ଏବଂ ଜେଏସଏସସି ଆନ୍ଦୋଳନ: କ୍ୟାମେରା ଆଗରେ ଆଲୋଚନା କରିବାକୁ ଛାତ୍ରଙ୍କ ଜିଦ୍
- ଭାଇ ସୋହେଲଙ୍କ ପ୍ରେମ ସମ୍ପର୍କ ପାଇଁ ବନ୍ଦ ହୋଇଥିଲା ସଲମାନଙ୍କ ‘ରାମାୟଣ’! ତିନି ଦଶନ୍ଧି ପରେ ପୁଣି ଚର୍ଚ୍ଚା

Comments are closed.