ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଗାଁରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ । ଏହି କାରବାରରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ଜଗତସିଂହପୁର ସଦର ପୋଲିସ ଓ ଅବକାରୀ ବିଭାଗ ଟିମ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛନ୍ତି । ଗିରଫ ଯୁବକଙ୍କଠାରୁ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ମଧ୍ୟ ଜବତ ହୋଇଛି । ପୋଲିସ ଅଧିକ ଖୋଳତାଡ ଜାରି ରଖିଛି ।
BREAKING NEWS
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
- Stock Market: ବଜେଟ୍ ଦିନ ଖୋଲା ରହିବ ଷ୍ଟକ୍ ବଜାର
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
Comments are closed.