Latest Odisha News

BREAKING NEWS

ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗ ଓ୍ଵାର୍ଡରେ ଭୟାବହ ଅଗ୍ନିକାଣ୍ଡ

ବରଗଡ଼: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ଓ୍ୱାର୍ଡରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଛାରଖାର ହୋଇଯାଇଛି । ଜଳିଯାଇଛି ବହୁ ଔଷଧପତ୍ର ଓ ଅନ୍ୟାନ୍ୟ ଜିନିଷ । ଗତକାଲି ବିଳମ୍ବିତ ରାତିରେ ଉପର ମହଲାରେ ଥିବା ଶିଶୁ ବିଭାଗ ଓ୍ଵାର୍ଡରେ ନିଆଁ ଲାଗିଥିଲା ।

ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇଥିଲେ । ପାଖାପାଖି ଦୁଇ ତିନି ଘଣ୍ଟା ପରେ ଆୟତ୍ତ ହୋଇଥିଲା ନିଆଁ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । କିଛି ଦିନ ହେବ ଶିଶୁ ବିଭାଗ ଓ୍ଵାର୍ଡର ଉପର ମହଲା ବନ୍ଦ ଥିବାରୁ ତଳ ମହଲାରେ ରୋଗୀମାନଙ୍କୁ ଚିକିତ୍ସା କରାଯାଉଛି ।

Leave A Reply

Your email address will not be published.