ଭୁବନେଶ୍ୱର: ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ଓଡ଼ିଶା ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ। ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର ସବିତା ଆଚାର୍ଯ୍ୟ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ହୋଇଛନ୍ତି ପ୍ରଫେସର ଅପରାଜିତା ଚୌଧୁରୀ । ପ୍ରଫେସର ଦୀନବନ୍ଧୁ ସାହୁଙ୍କୁ ଫକୀରମୋହନ ବିଶ୍ୱବିଦ୍ୟାଳୟ, ପ୍ରଫେସର ଏନ. ନାଗାରାଜୁ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଛି । ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ହେଲେ ପ୍ରଫେସର କିଶୋର କୁମାର ବାସା ଓ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି ଖଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଏହି ୬ଟି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବା କୁଳପତିମାନଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେଉଛି ।
BREAKING NEWS
- ହାଇକୋର୍ଟ ଜଜ୍ଙ୍କୁ ଆହ୍ଲାବାଦକୁ ବଦଳି
- ପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ
- ଚେନ୍ନାଇ -ମଦୁରାଇରେ ଏଫ୍ଆଇଏଚ୍ ଜୁନିୟର ପୁରୁଷ ହକି ବିଶ୍ୱକପ୍
- ଆଇଟା-ଓଟିଏ ଟ୍ୟାଲେଂଟ ସିରିଜ: ସୂର୍ଯ୍ୟାଂଶ, ସାଇରାଂଶ ମାରିଲେ ବାଜି
- ଆଇପିଏଲ ଆୟରୁ କୋହଲିଙ୍କ କଟିଯିବ ୮ କୋଟି ଟଙ୍କା
- ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ
- ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର
- ଅଫିସିଆଲ ଘୋଷଣା,ନିର୍ଦ୍ଦେଶନା ଦେବେ ହ୍ରିିତିକ ରୋଶନ
- ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ
- ବେଆଇନ ଗୁଟ୍ଖା ଚାଲାଣବେଳେ ମାଡି ବସିଲା ପୋଲିସ
Comments are closed.