ସାଇକ୍ଲୋନ୍ ନିଭାର୍: ଭୁବନେଶ୍ୱରରୁ ବାତିଲ ହେବ ଏହିସବୁ ଟ୍ରେନ୍ ଚଳାଚଳ ଓଡିଶାଫିଚର By ଓଡ଼ିଶା ସମ୍ବାଦ ବ୍ୟୁରୋ On Nov 23, 2020 Share ଭୁବନେଶ୍ୱର: ସାଇକ୍ଲୋନ ’ନିଭାର’କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ (ଇସିଓଆର) ପକ୍ଷରୁ କିଛି ଟ୍ରେନକୁ ଭୁବନେଶ୍ବରରୁ ସ୍ୱଳ୍ପ ଅବଧି ଲାଗି ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। Cyclone NivarEast Coast Railway Share
Comments are closed.