ନୂଆଦିଲ୍ଲୀ: ବାରାଣାସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରାଯାଇଥିବା ଏହି ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାରେ ବିଫଳ ହୋଇଥିବା ବିଏସଏଫ ବହିଷ୍କୃତ ସୈନିକ ତେଜ ବାହାଦୁର ଯାଦବ ପୁନର୍ବାର ନିର୍ବାଚନ କରିବାକୁ ଦାବି କରିଥିଲେ। ଏହାପୂର୍ବରୁ ଆହ୍ଲାବାଦ ହାଇକୋର୍ଟ ମଧ୍ୟ ଏହି ଦାବିକୁ ପ୍ରତ୍ୟାଖ୍ୟାନ କରିଥିଲେ। ହାଇକୋର୍ଟ କହିଛନ୍ତି ଯେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବ୍ୟକ୍ତି କେବଳ ବିଜେତାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରିପାରିବେ। ତେଣୁ ତେଜା ବାହାଦୂରଙ୍କର ନିର୍ବାଚନ ଆବେଦନ କରିବାର ଅଧିକାର ନାହିଁ।
BREAKING NEWS
- ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ; ୬୦ ବର୍ଷ ହେଲେ ଆପେ ଯିବେ ଭତ୍ତା ପୋର୍ଟାଲକୁ
- ରାଜସୱ ନିରୀକ୍ଷକ ଚାକିରି ଆଶା ଦେଖାଇ ଯୁବକଙ୍କ ଠାରୁ ସାଢେ ୫ ଲକ୍ଷ ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
- ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି
- Sambalpur Football Academy: ସମ୍ବଲପୁରରେ ନିର୍ମାଣ ହେବ ଫିଫା ମାନର ଆଧୁନିକ ଫୁଟବଲ ପଡ଼ିଆ
- ଟେନିସ ଜଗତକୁ ମିଳିଲା ନୂଆ ମହିଳା ସୁପରଷ୍ଟାର
- ଫିଲ୍ମ ‘ବାରାଣସୀ’କୁ ନେଇ ବଡ ଖୁଲାସା, ଭଗବାନ ରାମଙ୍କ ଭୂମିକାରେ ଅଭିନୟ କରିବେ ମହେଶ ବାବୁ
- ଲାକ୍ଷାଦ୍ୱୀପରେ ମଦ ଉପରୁ ହଟିଲା ନିଷେଧ, ଏବେ ଲାଇସେନ୍ସ ସହିତ ମିଳିବ ମଞ୍ଜୁରୀ
- ସଚିନଙ୍କ ପରେ ବୈଭବଙ୍କୁ ନେଇ ବଡ ଅନୁମତି ଦେଲା ବିସିସିଆଇ
- ୧୮ ବର୍ଷରୁ କମ୍ ପୁରୁଷ ଏସିଆ କପରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ… ମହିଳାଙ୍କୁ ବ୍ରୋଞ୍ଚ,ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- କୋଟି କୋଟି ସମ୍ପତ୍ତିର ମାଲିକ ବୈଭବ ସୂର୍ଯ୍ୟବଂଶୀ…
Comments are closed.