ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ଗୁରୁତର ତିନି ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତଜେହକୁ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି ।
BREAKING NEWS
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?

Comments are closed.