Latest Odisha News

BREAKING NEWS

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

 

ସେହିପରି ୪୧ ଜଣ ସୁସ୍ଥ ହୋଇଛନ୍ତି। ଯାହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩୦,୧୨୨ରେ ପହଞ୍ଚିଛି।

ଉଲ୍ଲେଖଯୋଗ୍ୟ, ରାଜଧାନୀରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩୦,୭୭୮ରେ ପହଂଚିଛି । ସେଥି ମଧ୍ୟରୁ ୪୧୬ଟି ସକ୍ରିୟ ମାମଲା ରହିଥିବା ବେଳେ ୨୧୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.