ପ୍ରତି ବର୍ଷ ଡିସେମ୍ବର ୪ ତାରିଖରେ ଜାତୀୟ ‘ନୌ-ସେନା ଦିବସ’ ପାଳିତ ହୁଏ। ଡିସେମ୍ବର ୪, ଆମ ପାଇଁ ଏକ ବିଜୟ ଦିବସ ମଧ୍ୟ। ଦେଶର ପ୍ରତିରକ୍ଷା କ୍ଷେତ୍ରକୁ ନୌ-ସେନାର ଅବଦାନ ଅତୁଳନୀୟ। ସପ୍ତଦଶ ଶତାବ୍ଦୀର ମରାଠା ଶାସକ ଛତ୍ରପତି ଶିବାଜୀଙ୍କୁ ‘ଭାରତୀୟ ନୌ-ସେନାର ଜନକ’ କୁୁହାଯାଏ। ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ୧୯୭୧ ଡିସେମ୍ବର ୪ ତାରିଖରେ ଭାରତୀୟ ନୌ-ସେନା କରାଚୀ ବନ୍ଦର ଆକ୍ରମଣ କରିଥିଲା। ଉକ୍ତ ଆକ୍ରମଣର ସାଙ୍କେତିକ ନାମ ଥିଲା- ‘ଟ୍ରାଇଡେଣ୍ଟ୍’। ଆକ୍ରମଣର ପରିଣାମ ସ୍ୱରୂପ ପାକିସ୍ତାନୀ ନୌ-ସେନାର ଡେଷ୍ଟ୍ରୟର୍ ‘ପିଏନ୍ଏସ୍ ଖାଇବର’ ଓ ମାଇନ୍ସ୍ୱିପର୍ ‘ପିଏନ୍ଏସ୍ ମୁହାଫିଜ’ ଧ୍ବଂସ ହୋଇଯାଇଥିଲା। ୭୨୦ ପାକିସ୍ତାନୀ ନୌ-ସୈନିକ ପ୍ରାଣ ହରାଇଥିଲେ। ତେଣୁ, ଡିସେମ୍ବର ୪, ଆମ ପାଇଁ ଏକ ବିଜୟ ଦିବସ।
BREAKING NEWS
- Attempted Shooting at US Hindu Temple:ଆମେରିକାର ହିନ୍ଦୁ ମନ୍ଦିରରେ ଗଣ ଗୁଳିକାଣ୍ଡ ଘଟାଇବା ଷଡ଼ଯନ୍ତ୍ରକୁ ନେଇ ଭାରତ ଚିନ୍ତିତ; ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି
- ଦିଲ୍ଲୀ ରାମଲୀଳା: ରାବଣ ସହିତ ପୋଡ଼ାଯିବ ୩୦ ଫୁଟର ‘କକ୍ରୋଚ୍’ ପ୍ରତିମୂର୍ତ୍ତି
- ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ
- ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ହେବ ନିର୍ମାଣ
- ୭୫ ବର୍ଷୀୟ ବୃଦ୍ଧଙ୍କ ପ୍ରେମରେ ପଡ଼ିଲେ ୩୦ ବର୍ଷୀୟା ବ୍ଲଗର୍; ହୋଇ ସାରିଛି ନିର୍ବନ୍ଧ
- ବୈଭବ,ସଞ୍ଜୁଙ୍କୁ ନେଇ ଶ୍ରୀକାନ୍ତଙ୍କ ବଡ଼ ଅଭିଯୋଗ; ଟାର୍ଗେଟ୍ରେ ଗୌତମ ଗମ୍ଭୀର
- Odisha Student Union Elections:ଭୋଟିଂ ପରେ ଆସିଛି ଫଳାଫଳ;ରେଭେନ୍ସାରେ BCJD,ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ABVP…
- ସିରିଜ ଦୁର୍ଘଟଣା ଘଟାଇଲା ଟ୍ରକ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
- ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ବୁମରାହଙ୍କୁ ଦିଆଯାଇପାରେ ବିଶ୍ରାମ
- ହେନଲେ ପାସପୋର୍ଟ ଇଣ୍ଡେକ୍ସ ୨୦୨୬: ଭାରତୀୟ ପାସପୋର୍ଟ ରାଙ୍କିଙ୍ଗ୍ରେ ସାମାନ୍ୟ ଉନ୍ନତି, ୮୪ ତମ ସ୍ଥାନରେ ଭାରତ

Comments are closed.