ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଖୁବଶୀଘ୍ର କୋଭିଡ୍ ଟିକା ଆସିବା ନେଇ ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଦୁଇଟି ପ୍ରସ୍ତାବ ଦେଇଛ ବିଜେଡି । ଅଗ୍ରାଧିକାର ଭିତରେ ଓଡ଼ିଶାକୁ ପ୍ରଥାମିକତା ଦେବାକୁ ଦାବି ରଖିଛି ଦଳ ।
ସର୍ବଦଳୀୟ ବୈଠକରେ ଯୋଗ ଦେବା ପରେ ଏହି ସୂଚନା ଦେଇଛନ୍ତି ସାଂସଦ ଚନ୍ଦ୍ରଶେଖର ସାହୁ । ତୃଣମୂଳ ସ୍ତରରୁ ଡାଟା ବେସ ପ୍ରସ୍ତୁତ କରିବାକୁ ପ୍ରସ୍ତାବ ଦେଇଚି ବିଜେଡି । ସେହିପରି ଟିକା କେମିତି ଆଗେ ଓଡ଼ିଶା ପାଇବ ତାହା ଉପରେ ଫୋକସ କରିଛି ଦଳ । ଏହି ଅବସରରେ କୋଭିଡ୍ ମୁକାବିଲା ପାଇଁ ଓଡ଼ିଶାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।
BREAKING NEWS
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
Comments are closed.