ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ଏବେ ଦୈନିକ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ଲକ୍ଷ ୧ହଜାର ୬୩ଟି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୩୬ହଜାର ୧୧ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୪୪ହଜାର ୨୨୨କୁ ବୃଦ୍ଧି ପାଇଛି ।
୧ଲକ୍ଷ ୪୦ହଜାର ମୃତ
ମୃତ୍ୟୁସଂଖ୍ୟା ବଢୁଥିଲେ ବି ଦୈନିକ ଡେଥ୍ କେସ୍ କମିଛି । ଦେଶରେ ମୃତ୍ୟୁସଂଖ୍ୟା ଲକ୍ଷେ ୪୦ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ଆଉ ୪୮୨ ଜଣ ପ୍ରାଣ ହରାଇଛନ୍ତି । ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ରହିଛି ୧ଲକ୍ଷ ୪୦ହଜାର ୧୮୨ । ମୃତ୍ୟୁହାର ରହିଛି ୧.୪୫%।
ସୁସ୍ଥ ହେଲେଣି ୯୧ ଲକ୍ଷ ଆକ୍ରାନ୍ତ
ସୁସ୍ଥହାର ଉତ୍ସାହଜନକ ରହିଛି । ଏହି ସଂଖ୍ୟା ୯୧ଲକ୍ଷ ଟପିଛି । ଗତ ୨୪ଘଣ୍ଟାରେ ସାରା ଦେଶରୁ ଆରୋଗ୍ୟ ଲାଭ କରିଛନ୍ତି ୪୧ହଜାର ୯୭୦ କରୋନା ଆକ୍ରାନ୍ତ । ମୋଟ୍ ସୁସ୍ଥ ସଂଖ୍ୟା ୯୧ଲକ୍ଷ ୭୯୨ରେ ପହଞ୍ଚିଛି । ଆରୋଗ୍ୟ ହାର ରହିଛି ୯୪.୩୭% । ଆକ୍ଟିଭ୍ କେସ୍ ସଂଖ୍ୟା ୪ଲକ୍ଷ ୩ହଜାର ୨୪୮ ।
BREAKING NEWS
- Heavy rain alert: ଆଜିଠୁ ବଢ଼ିବ ବର୍ଷା;ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ
- ‘ସୋଲାର ରଥ’ର ଶୁଭାରମ୍ଭ କଲେ ଜିଲ୍ଲାପାଳ; ସୌରଶକ୍ତି ବ୍ୟବହାରକୁ ପ୍ରୋତ୍ସାହନ
- ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ରାଷ୍ଟ୍ରପତିଙ୍କ ଜଳାଭିଷେକ; ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଫେରିବେ…
- ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ
- ଓଡ୍ରାଫ୍ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର
- ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍
- ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ
- ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି ବିଜେଡି ନେତା
- ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
- ଟେଷ୍ଟ କ୍ରିକେଟରେ ଅଲୋଡ଼ା ବିଶ୍ୱ ରେକର୍ଡ: ନୋ ବଲ୍’ ଯୋଗୁଁ ୧୩ଟି ୱିକେଟ ହରାଇଥିଲେ ଭାରତର ବୋଲିଂ କୋଚ
Comments are closed.